Spread the love

କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ବିଧାୟକ ଶଶିଭୂଷଣ ବେହେରା କରୋନା ଆକ୍ରାନ୍ତ ହୋଇଛନ୍ତି । ଏନେଇ ସେ ଟୁଇଟ ଯୋଗେ ସୁଚନା ଦେଇଛନ୍ତି । ଗତ ଦୁଇ ଦିନ ମଧ୍ୟରେ ରାଜ୍ୟର ଦୁଇ ଜଣ ମନ୍ତ୍ରୀ ଓ ୨ଜଣ ବିଧାୟକ କରୋନା ଆକ୍ରାନ୍ତ ହୋଇଛନ୍ତି । ବିଧାୟକ ଶ୍ରୀ ବେହେରା ଏବେ ସୁସ୍ଥ ଥିବା ବେଳେ ତାଙ୍କ ସଂପର୍କରେ ଆସିଥିବା ଲୋକମାନେ ତୁରନ୍ତ ପରୀକ୍ଷା କରାଇ ନିଅନ୍ତୁ ବୋଲି ସେ ଅନୁରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here