Spread the love

ଭୁବନେଶ୍ବର: ଆସନ୍ତା ସେପ୍ଟେମ୍ବର ୧୪ ତାରିଖରୁ ମାଟ୍ରିକ ଓ ଓପନ ସ୍କୁଲ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବାକୁ ଯାଉଛି । ଏହି ପରୀକ୍ଷା ୧୪ ତାରିଖରୁ ଆରମ୍ଭ ହୋଇ ୨୪ ତାରିଖ ଯାଏ ଚାଳିବ । ଚଳିତ ବର୍ଷ ୨୨,୬୪୯ ଜଣ ଛାତ୍ରଛାତ୍ରୀ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ଦେବାକୁ ଥିବା ବେଳେ ଓପେନ ସ୍କୁଲର ୧୨,୯୩୯ ଜଣ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରିକ୍ଷା ଦେବେ । ତେବେ ମାଟ୍ରିକ ପରୀକ୍ଷା ପାଇଁ ୧୫୩ଟି ଓ ଓପେନ ସ୍କୁଲ ପାଇଁ ୮୮ଟି ପରୀକ୍ଷା କେନ୍ଦ୍ରର ବ୍ୟବସ୍ଥା କରାଯାଇଛି ।

LEAVE A REPLY

Please enter your comment!
Please enter your name here