Spread the love

ନୀଳଗିରି: ବାଲେଶ୍ୱର ଜିଲ୍ଲା ନୀଳଗିରି ଥାନା ଅଞ୍ଚଳରେ ଏକ ନାବାଳିକାକୁ ଗଣଦୁଷ୍କର୍ମ ଅଭିଯୋଗରେ ୩ ଜଣଙ୍କୁ ଗିରଫ କରାଯାଇଛି ।ପୁଲିସ ପୀଡ଼ିତାଙ୍କୁ ଡାକ୍ତରୀ ମାଇନା ପାଇଁ ପଠାଇଥିବା ବେଳେ ଅଭିଯୁକ୍ତମାନଙ୍କୁ କୋର୍ଟ ଚାଲାଣ କରିଛି। ଏହି ଘଟଣାରେ ଧୁସା ସାହୁ, ମଣ୍ଟୁ ଦାସ ଓ ପୁରୋସ୍ତମ ରଣସିହାଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

LEAVE A REPLY

Please enter your comment!
Please enter your name here