Spread the love

ଦୁବାଇ: ଆଜି ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୧୩ତମ ସଂସ୍କରଣର ୪୧ତମ ମ୍ୟାଚ ଖେଳାଯାଇଛି । ଏହି ମ୍ୟାଚରେ ଆଜି ଚେନ୍ନାଇ ସୁପରକିଙ୍ଗ୍‌ସ ଓ ମୁମ୍ବାଇ ଇଣ୍ଡିଆନ୍‌ସ ମଧ୍ୟରେ ମୁକାବିଲା ଦେଖିବାକୁ ମିଳିଛି ।ଏହି ମ୍ୟାଚ୍‌ରେ ଚେନ୍ନାଇ ସୁପରକିଙ୍ଗ୍‌ସ ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୯ ଓ୍ଵିକେଟ୍‌ ହରାଇ ୧୧୪ ରନ୍‌ କରିଛି।ଫଳରେ ମୁମ୍ବାଇ ଇଣ୍ଡିଆନ୍‌ସକୁ ୧୧୫ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି।

LEAVE A REPLY

Please enter your comment!
Please enter your name here