Spread the love

ଦୁବାଇ: ଆଜି ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୧୩ତମ ସଂସ୍କରଣର ୧୩ତମ ମ୍ୟାଚ ଖେଳାଯାଇଛି । ଏହି ମ୍ୟାଚରେ ଆଜି ମୁମ୍ବାଇ ଇଣ୍ଡିଆନ୍ସ ଓ କିଙ୍ଗ୍ସ ଏକାଦଶ ପଞ୍ଜାବ ମଧ୍ୟରେ ମୁକାବିଲା ଦେଖିବାକୁ ମିଳିଛି ।ଏହି ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ୪୮ ରନରେ ବିଜୟୀ ହୋଇଛି । ପ୍ରଥମେ ବ୍ୟାଟି କରି ମୁମ୍ବାଇ ନିର୍ଦ୍ଧାରିତ ୨୦ ଓଭରରେ ୪ ଓ୍ଵିକେଟ୍ ହରାଇ ୧୯୧ ରନ ସଂଗ୍ରହ କରିଥିଲେ ।ଜବାବରେ କିଙ୍ଗ୍ସ ଏକାଦଶ ପଞ୍ଜାବ ନିୟମିତ ବ୍ୟବଧାନରେ ୱିକେଟ ହରାଇ ନିର୍ଦ୍ଧାରିତ ୨୦ ଓଭରରେ ୮ ଓ୍ଵିକେଟ୍ ବନିମୟରେ ୧୪୩ ରନ ସଂଗ୍ରହ କରି ପାରିଥିଲା ।

LEAVE A REPLY

Please enter your comment!
Please enter your name here