Spread the love

ନୟାଗଡ
ଏହି ଜିଲ୍ଲା ଇଟାମାଟି ଥାନା ବାଉଁଶିଆପଡା ମାଳିସାହିରେ ବୀଭତ୍ସ ହତ୍ୟାକାଣ୍ଡ ଘଟିଛି । ଏଠାରେ ଗାଁ ଦାଣ୍ଡରେ ଜଣେ ବ୍ୟକ୍ତିଙ୍କୁ ଗୋଡାଇ ଗୋଡାଇ ହାଣିଛନ୍ତି ଦୁର୍ବୁତ୍ତ । ଗାଁ ଦାଣ୍ଡରେ ଖଣ୍ଡା ଓ ଭୁଜାଲିରେ ଦୁର୍ବୁତ୍ତ ଉକ୍ତ ବ୍ୟକ୍ତିଙ୍କୁ ଚୋଟ ପରେ ଚୋଟ ପକାଇ ଚାଲିଥିଲେ । ଜମି ବାଡି ବିବାଦକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି । ଏବେ ହତ୍ୟାକାରୀ ଫେରାର ହୋଇଯାଇଛି । ଏବେ ଇଟାମାଟି ପୋଲିସ ଏବଂ ସାଇଣ୍ଟିଫିକ ଟିମ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

LEAVE A REPLY

Please enter your comment!
Please enter your name here