Spread the love
ନବରଙ୍ଗପୁର: ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ ଓ ତାଙ୍କ ପତ୍ନୀଙ୍କ କରୋନା ରିପୋର୍ଟ ପଜେଟିଭ୍ ଆସିଛି । ଏନେଇ ସେ ନିଜ ଫେସବୁକ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି।ସେ ଲେଖିଛନ୍ତି ,ମୋର ଏବଂ ସହଧର୍ମିଣୀଙ୍କର କରୋନା ପରୀକ୍ଷଣ ରିପୋର୍ଟ ପଜିଟିଭ ଆସିଛି। ଗତ ୩-୪ଦିନ ଭିତରେ ଯେଉଁମାନେ ଆମ ସଂସ୍ପର୍ଶରେ ଆସିଛନ୍ତି, ସେ ସମସ୍ତଙ୍କୁ ନିଜ ନିଜର କରୋନା ପରୀକ୍ଷା କରାଇନେବାକୁ ଅନୁରୋଧ। ନିଜ ସ୍ବାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ ।

LEAVE A REPLY

Please enter your comment!
Please enter your name here