Spread the love

କଟକ: ବିଶିଷ୍ଟ ଶିଶୁ ସାହିତ୍ୟିକ ନଦୀୟା ବିହାରୀ ମହାନ୍ତିଙ୍କ ଆଜି ଦେହାନ୍ତ ଘଟିଛି । କଟକର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୦ ବର୍ଷ ବୟସ ହୋଇଥିଲା । ପରଲୋକ ନେଇ ତାଙ୍କ ପରିବାର ପକ୍ଷରୁ ସୂଚନା ମିଳିଛି ।ଲୋକପ୍ରିୟ ଆକାଶବାଣୀ କାର୍ଯ୍ୟକ୍ରମ ଶିଶୁ ସଂସାରର ବଡଭାଇ ନଦୀୟା ବିହାରୀ ମହାନ୍ତି ଅଟନ୍ତି । ୨୦୧୩ରେ ସେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇଥିଲେ ।

LEAVE A REPLY

Please enter your comment!
Please enter your name here