Spread the love

ନୂଆଦିଲ୍ଲୀ : ବଲିଉଡ ଅଭିନେତା ତଥା ପୂର୍ବତନ ବିଜେପି ସାଂସଦ ପରେଶ ରାୱଲଙ୍କୁ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମା (ଏନଏସଡି)ର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଛି। ଏନେଇ ସଂସ୍କୃତି ମନ୍ତ୍ରୀ ପ୍ରହଲଦା ସିଂହ ପଟେଲ ସୂଚନା ଦେଇଛନ୍ତି।୬୫ ବର୍ଷ ବୟସ୍କ ଅଭିନେତା ଶ୍ରୀ ରାୱଲଙ୍କୁ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏନଏସଡିର ଅଧ୍ୟକ୍ଷ ଭାବେ ନିଯୁକ୍ତ କରିଛନ୍ତି।ଏନଏସଡିର ଅଧ୍ୟକ୍ଷ ପଦବୀ ୨୦୧୭ରୁ ଖାଲି ପଡିଥିଲା ।

LEAVE A REPLY

Please enter your comment!
Please enter your name here