Spread the love

ନୂଆଦିଲ୍ଲୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କ ନୂଆଁଖାଇ ଜୁହାର ଜଣାଇଛନ୍ତି । ସେ ଟ୍ୱିଟ କରି ଲେଖିଛନ୍ତି ଯେ ଆମେ ଚାଷୀ ଭାଇଙ୍କ କଠିନ ପରିଶ୍ରମର ଉତ୍ସବ ହେଉଛ ପବିିତ୍ର ନୁଆଁଖାଇ । ସେମାନଙ୍କର ଝାଳବୁହା ପରିଶ୍ରମ କାରଣରୁ ଆମ ଦେଶକୁ ଅନ୍ନ ମିଳିଛି । ଏହି ବିଶେଷ ଦିବସରେ ସମସ୍ତଙ୍କ ଉନ୍ନତି ଏବଂ ଉତ୍ତମ ସ୍ୱାସ୍ଥ୍ୟ କାମନା କରୁଛି । ନୂଆଁଖାଇ ଜୁହାର ।

LEAVE A REPLY

Please enter your comment!
Please enter your name here