Spread the love

ଭୁବନେଶ୍ୱର
ବିଜେଡି ବିଧାୟକ ପ୍ରଦୀପ ମହାରଥୀ କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି । ସେ ଗତକାଲି ରଚିରେ ସୋସିଆଲ ମିଡିଆ ମାଧ୍ୟମରେ ଏହି ସୂଚନା ଦେଇଛନ୍ତି । ସେ ଗତ କିଛି ଦିନ ହେଲା ନିଜ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ପରୀକ୍ଷା କରାଇନେବାକୁ କହିଛନ୍ତି ।

LEAVE A REPLY

Please enter your comment!
Please enter your name here