Spread the love

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି । ରାଜ୍ୟର ୫ଟି ଜିଲ୍ଲା ସମ୍ବଲପୁର, ଦେବଗଡ, ଝାରସୁଗୁଡା, ବରଗଡ ଏବଂ ସୁନ୍ଦରଗଡର କେତେକ ସ୍ଥାନରେ ବର୍ଷା ଲାଗି ରହିବ । ଏ ନେଇ ପାଣିପାଗ ବିଭାଗ ପକ୍ଷରୁ ଏହି ଜିଲ୍ଲାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here