Spread the love

ମୁମ୍ବାଇ : ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁ ମାମଲାର ମୁଖ୍ୟ ଅଭିଯୁକ୍ତ ତଥା ତାଙ୍କ ବାନ୍ଧବୀ ରିୟା ଚକ୍ରବର୍ତ୍ତୀଙ୍କ ଜାମିନ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି । ଏହା ସହିତ ତାଙ୍କ ଭାଇ ସୌଭିକ ଚକ୍ରବର୍ତ୍ତୀ, ଅବଦୁଲ ବାସିତ, ଜୈଦ ଭିଲଟାରା, ଦୀପେଶ ସାବନ୍ତ ଏବଂ ସାମୁଏଲ ମିରାଣ୍ଡାର ଜାମିନ ଆବେଦନକୁ ମୁମ୍ବାଇର ସ୍ୱତନ୍ତ୍ର ଅଦାଲତ ର୍ ଖାରଜ କରିଦେଇଛନ୍ତି । ସୂଚନାଯୋଗ୍ୟ ଯେ ସୁଶାନ୍ତଙ୍କ ମୃତ୍ୟୁର ଡ୍ରଗ୍ସ ସମ୍ବନ୍ଧିତ ମାମଲାରେ ଏନସିବି ତାଙ୍କୁ ଗିରଫ କରିଥିଲା ।

LEAVE A REPLY

Please enter your comment!
Please enter your name here