Spread the love

ଭୁବନେଶ୍ୱର
ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହା ସହିତ ତାଙ୍କ ପତ୍ନୀ ସଙ୍ଗୀତ ଦାଶ ମଧ୍ୟ ଏହି ମହାମାରୀରେ ଆକ୍ରାନ୍ତ ହୋଇଛନ୍ତି । ସେ ନିଜେ ଟ୍ୱିଟ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେମୋର ଏବଂ ମୋ ଧର୍ମ ପତ୍ନୀ କରୋନା ରିପୋର୍ଟ ପଜିଟିଭ ଆସିଛି । ଏବେ ଆମେ ସୁସ୍ଥ ଅଛୁ । ଗତ ସାତ ଦିନ ମଧ୍ୟରେ ଯେଉଁମାନେ ଆମ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ କରୋନା ଟେଷ୍ଟ କରାଇନେବାକୁ ଅନୁରୋଧ ।

LEAVE A REPLY

Please enter your comment!
Please enter your name here