Spread the love

ଭୁବନେଶ୍ୱର : ରାଜ୍ୟରେ ଆସନ୍ତା ୧୨ ତାରିଖରୁ ୩ଟି ‘ଶ୍ରମିକ ସ୍ପେଶାଲ ଟ୍ରେନ’ ଚାଲିବାକୁ ଯାଉଛି । ଏନେଇ କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସୂଚନା ଦେଇଛନ୍ତି। ଏହି ଟ୍ରେନ ପୁରୀ-ଅହମ୍ମଦାବାଦ, ପୁରୀ-ଗାନ୍ଧୀଧାମ ଓ ପୁରୀ-ଓଖା ରୁଟ ଦେଇ ଚାଲିବ। ଗତକାଲି ଧର୍ମେନ୍ଦ୍ର ପ୍ରଧାନ ଏନେଇ ରେଳ ମନ୍ତ୍ରୀଙ୍କୁ ଚିଠି ଲେଖିଥିଲେ।

LEAVE A REPLY

Please enter your comment!
Please enter your name here