Spread the love

ନୂଆଦିଲ୍ଲୀ : ଓଡ଼ିଶାରେ ପୁଣି ଶ୍ରମିକ ସ୍ପେଶାଲ ଟ୍ରେନ୍‌ ଚଳାଚଳ କରାଇବାକୁ କେନ୍ଦ୍ର ରେଳମନ୍ତ୍ରୀ ପିୟୂଷ ଗୋଏଲଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଚିଠି ଲେଖିଛନ୍ତି । ଗଞ୍ଜାମ ଜିଲ୍ଲାରେ ବାସ କରୁଥିବା ଅନେକ ପ୍ରବାସୀ ଓଡିଆମାନେ ଗୁଜୁରାଟ ଏବଂ ଅନ୍ୟ ରାଜ୍ୟକୁ ରେଳ ସେବା ଚାଲୁ କରିବା ପାଇଁ ଅନୁରୋଧ କରିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଧର୍ମେନ୍ଦ୍ର ।ଦେଶର କୋଣ ଅନୁକୋଣରୁ ହଜାର ହଜାର ଶ୍ରମିକ ସ୍ପେଶାଲ୍ ଟ୍ରେନ୍‌ ମାଧ୍ୟମରେ ଘରକୁ ଫେରିପାରିଥିଲେ ବୋଲି ଧର୍ମେନ୍ଦ୍ର କହିଛନ୍ତି ।

LEAVE A REPLY

Please enter your comment!
Please enter your name here