Spread the love

ଭୁବନେଶ୍ୱର: ଏକ ଜମିଜମା ମାମଲାର ଫଇସଲା କରିବା ପାଇଁ ଲାଞ୍ଚ ନେବା ଅଭିଯୋଗରେ ଧରାପଡ଼ିଥିବା ବାଲିଅନ୍ତା ତହସିଲଦାର ରଶ୍ମିରେଖା ପ୍ରଧାନ ଓ ଡାଟା ଏଣ୍ଟ୍ରି ଅପରେଟର ଧନେଶ୍ୱର ସାହୁଙ୍କୁ ଭିଜିଲାନ୍ସ ଗିରଫ କରିଛି । ଉଭୟଙ୍କୁ ପ୍ରାଥମିକ ଜେରା ପରେ କୋର୍ଟ ଚାଲାଣ କରାଯାଇଛି । କୋର୍ଟ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦେଇଛନ୍ତି । ଜମିଜମା ମାମଲାର ଫଇସଲା ପାଇଁ ୧ ଲକ୍ଷ ୨୦ ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିଲା ବେଳେ ଗୁରୁବାର ଉଭୟ ଭିଜିଲାନ୍ସ ଦ୍ୱାରା ଧରାପଡ଼ିଥିଲେ ।

LEAVE A REPLY

Please enter your comment!
Please enter your name here