Spread the love

ଭୁବନେଶ୍ଵର : ଆଜି ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନଙ୍କ କରୋନା ରିପୋର୍ଟ ପଜେଟିଭ ଆସିଛି । କରୋନା ସଂକ୍ରମିତ ନେଇ ନିଜେ ଟୁଇଟ କରି ସୂଚନା ଦେଇଛନ୍ତି । ଏହାସହ ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇବାକୁ ଅନୁରୋଧ କରିଛନ୍ତି ।

LEAVE A REPLY

Please enter your comment!
Please enter your name here