Spread the love

ଭୁବନେଶ୍ୱର : ଆଜି ରାଜ୍ୟରେ ୧୧ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୧୬କୁ ବୃଦ୍ଧି ପାଇଛି ।ତେବେ ମୃତକଙ୍କ ମଧ୍ୟରୁ କଟକରୁ ସର୍ବାଧିକ ୩ଜଣ ରହିଥିବା ବେଳେ ଖୋର୍ଦ୍ଧାରୁ ୨ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ବରଣ କରିଛନ୍ତି । ବଲାଙ୍ଗିର ,ଯାଜପୁର ,କନ୍ଧମାଳ, କେନ୍ଧୁଝର,ନୟାଗଡ,ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ମୃତ୍ୟୁ ବରଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here