Spread the love

ଭୁବନେଶ୍ୱର: ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ ମୋଟ ୨୭୮୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ ମୋଟ ୧୦୨୧୮୫ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି ।ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୧୪୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକ ଜିଲ୍ଲାରୁ ୨୩୦ ଜଣ, ପୁରୀ ଜିଲ୍ଲାରୁ ୧୯୨ ଜଣ, ମୟୂରଭଂଜ ଜିଲ୍ଲାରୁ ୧୫୩ ଜଣ, ଗଂଜାମ ଜିଲ୍ଲାରୁ ୧୧୫ ଜଣ, ବାଲେଶ୍ୱର ଜିଲ୍ଲାରୁ ୭୮ ଜଣ କେନ୍ଦୁଝର ଜିଲ୍ଲାରୁ ୭୬ ଜଣ, ବରଗଡ଼ ଜିଲ୍ଲାରୁ ୭୫ ଜଣ, ଯାଜପୁର ଜିଲ୍ଲାରୁ ୬୮ ଜଣ, କୋରାପୁଟ ଜିଲ୍ଲାରୁ ୬୮ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ ଜଣ, ସମ୍ବଲପୁର ଜିଲ୍ଲାରୁ ୬୨ ଜଣ, ଭଦ୍ରକ ଜିଲ୍ଲାରୁ ୫୪ ଜଣ , ଝାରସୁଗୁଡ଼ା ଜିଲ୍ଲାରୁ ୫୦, ନବରଂଗପୁର ଜିଲ୍ଲାରୁ ୪୫ ଜଣ, ମାଲକାନଗିରି ଜିଲ୍ଲାରୁ ୪୧ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୩୬ ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ ଜଣ, ବଲାଙ୍ଗୀର, କନ୍ଧମାଳ ଜିଲ୍ଲାରୁ ୨୮-୨୮ ଜଣ, ନୂଆପଡ଼ା ଜିଲ୍ଲାରୁ ୨୫ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୩ ଜଣ, କଳାହାଣ୍ଡି, ରାୟଗଡ଼ା ଜିଲ୍ଲାରୁ ୧୮-୧୮ ଜଣ, ଗଜପତି ଜିଲ୍ଲାରୁ ୧୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୫ ଜଣ, ନୟାଗଡ଼ ଜିଲ୍ଲାରୁ ୧୨ ଜଣ, ଅନୁଗୁଳ ଜିଲ୍ଲାରୁ ୯ ଜଣ ଓ ବୌଦ୍ଧ ଜିଲ୍ଲାରୁ ୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here