Spread the love

ଭୁବନେଶ୍ୱର: ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ ମୋଟ ୨୯୮୦ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ ମୋଟ ୯୦୩୩୧ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି ।ସୁସ୍ଥ ଆକ୍ରାନ୍ତଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ସର୍ବାଧିକ ୬୫୪ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୬୩, ଗଞ୍ଜାମରୁ ୨୧୨, ମୟୂରଭଞ୍ଜରୁ ୨୦୭, ସମ୍ବଲପୁରରୁ ୧୩୩, ବଲାଙ୍ଗୀରରୁ ୧୨୬, ନୟାଗଡ଼ରୁ ୧୧୪, ପୁରୀରୁ ୧୧୪, ବାଲେଶ୍ବରରୁ ୧୧୧, କୋରାପୁଟରୁ ୧୦୩, କେନ୍ଦ୍ରାପଡ଼ାରୁ ୯୧, ବରଗଡ଼ରୁ ୮୭, ଅନୁଗୁଳରୁ ୮୦, କେନ୍ଦୁଝରରୁ ୮୦, ରାୟଗଡ଼ାରୁ ୭୬, ଢେଙ୍କାନାଳରୁ ୭୫, ସୁନ୍ଦରଗଡ଼ରୁ ୬୮, ଝାରସୁଗୁଡ଼ାରୁ ୬୭, ଭଦ୍ରକରୁ ୬୪, ମାଲକାନଗିରିରୁ ୬୧, ଜଗତ୍‌ସିଂହପୁରରୁ ୩୮, ନୂଆପଡ଼ାରୁ ୩୭, କନ୍ଧମାଳରୁ ୩୩, ଗଜପତିରୁ ୨୫, ନବରଙ୍ଗପୁରରୁ ୨୧, ଯାଜପୁରରୁ ୨୦, କଳାହାଣ୍ଡିରୁ ୧୦, ଦେଓଗଡ଼ରୁ ୫, ସୋନପୁରରୁ ୫ କ‌ରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here