Spread the love

ଭୁବନେଶ୍ୱର: ଆଜି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଜାରି କରାଯାଇଥିବା ରିପୋର୍ଟ ଅନୁଯାୟୀ ମୋଟ ୩୪୮୪ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଓଡ଼ିଶାରେ ମୋଟ ୮୦୭୭୦ ଜଣ କରୋନା ସଂକ୍ରମିତ ସୁସ୍ଥ ହୋଇଥିବା ଜଣାପଡ଼ିଛି ।ସୁସ୍ଛ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଖୋର୍ଦ୍ଧା ଜିଲ୍ଲାରୁ ୮୯୦ ଜଣ ଥିବା ବେଳେ ଯାଜପୁରରୁ ୩୧୪, ରାୟଗଡାରୁ ୩୦୨, ଗଞ୍ଜାମରୁ ୨୫୩, କେନ୍ଦ୍ରାପଡାରୁ ୧୬୨, କଟକରୁ ୧୪୩, ମୟୂରଭଞ୍ଜରୁ ୧୩୧, କୋରାପୁଟରୁ ୧୩୦, ନୟାଗଡରୁ ୧୨୬, ବାଲେଶ୍ୱରରୁ ୧୦୫ , ମାଲକାନଗିରିରୁ ୮୭, ସୁନ୍ଦରଗଡରୁ ୮୬, ସମ୍ବଲପୁରରୁ ୮୪, ପୁରୀରୁ ୮୨, ଭଦ୍ରକରୁ ୬୩, ଜଗତସିଂହପୁରରୁ ୬୨, ଝାରସୁଗୁଡାରୁ ୫୯, ବରଗଡରୁ ୫୭, ବଲାଙ୍ଗୀରରୁ ୫୪, କନ୍ଧମାଳରୁ ୫୨, ଅନୁଗୋଳରୁ ୫୧, କେଉଁଝରରୁ ୪୬, ସୋନପୁରରୁ ୩୫, ନବଙ୍ଗପୁରରୁ ୨୫, ଢେଙ୍କାନାଳରୁ ୨୩, ଗଜପତିରୁ ୨୩, କଳାହାଣ୍ଡିରୁ ୧୬, ବୌଦ୍ଧରୁ ୧୨, ଦେବଗଡରୁ ୭, ନୂଆପଡାରୁ ୪ଜଣ ଆରୋଗ୍ୟ ଲାଭ କରିଛନ୍ତି ।

LEAVE A REPLY

Please enter your comment!
Please enter your name here