Spread the love

ଭୁବନେଶ୍ୱର : ଆଜି ରାଜ୍ୟ ସରକାର ଅନଲକ ୪.୦ ର ଗାଇଡଲାଇନ ଜାରି କରିଛନ୍ତି । ତେବେ ସେପ୍ଟେମ୍ବର ମାସର ସବୁ ଶନିବାର ସମସ୍ତ ସରକାରୀ ଅଫିସ୍ ବନ୍ଦ ରହିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଭୁବନେଶ୍ୱର ଓ କଟକରେ ଥିବା ରାଜ୍ୟ ସରକାରଙ୍କ ସମସ୍ତ ଅଫିସରେ ସର୍ବାଧିକ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାମ କରିବାକୁ କୁହାଯାଇଛି।ତେବେ ଓସଡମା, ଏସଆରସି ଅଫିସ, ପୁଲିସ, ଅଗ୍ନିଶମ ସେବା, ସ୍ୱାସ୍ଥ୍ୟ ସେବା, ମ୍ୟୁନିସପାଲ ସେବା ଯୋଗାଉଥିବା ଅଫିସ ଗୁଡିକରେ ଶତପ୍ରତିଶତ କର୍ମଚାରୀ ଉପସ୍ଥିତ ରହିବେ ।

LEAVE A REPLY

Please enter your comment!
Please enter your name here