Spread the love

ଭୁବନେଶ୍ୱର: ଆଜି ରାଜ୍ୟ ସରକାର ଓପିଏସସି ସଦସ୍ୟ ଭାବେ ଅବସରପ୍ରାପ୍ତ ଆଇଏଏସ୍ ବିଭୂତି ଭୂଷଣ ପଟ୍ଟନାୟକ ଓ ପ୍ରଫେସର ସୁଧାଂଶୁ ଶେଖର ରଥଙ୍କୁ ନିଯୁକ୍ତି ଦେଇଛନ୍ତି।ପୂର୍ବରୁ ଶ୍ରୀ ପଟ୍ଟନାୟକ ପର୍ଯ୍ୟଟନ ନିର୍ଦ୍ଦେଶକ, ଝାରସୁଗୁଡ଼ା ଜିଲ୍ଲାପାଳ ସମେତ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବେ କାର୍ଯ୍ୟ କରିଥିଲେ।ସେଭଳି ପ୍ରଫେସର ରଥ ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର କଲେଜକୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିବା ପରେ ତା’ର ପ୍ରଥମ କୁଳପତି ଭାବେ କାର୍ଯ୍ୟ କରିଥିଲେ।

LEAVE A REPLY

Please enter your comment!
Please enter your name here