Spread the love

ନ୍ୟୁୟର୍କ:ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୋବେଲ ଶାନ୍ତି ପୁରସ୍କାର ପାଇଁ ସାଂସଦ ନରୱେର ମନୋନୀତ କରିଛନ୍ତି।ଇସ୍ରାଏଲ ଏବଂ ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ) ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିରେ ଟ୍ରମ୍ପ ପ୍ରମୁଖ ଭୂମିକା ଗ୍ରହଣ କରିଥିବାରୁ ଏହି ପଦବୀ ପାଇଁ ଟ୍ରମ୍ପ ମନୋନୀତ ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here