Torrential rain causing flood.
Spread the love

ଭୁବନେଶ୍ବର : ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ପାଣିପାଗ ବିଭାଗ ପକ୍ଷରୁ ୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି , କୋରାପୁଟ ,ଗଜପତି ଓ ରାୟଗଡାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here