Spread the love

ଭୁବନେଶ୍ୱର : ରାଜ୍ୟର ୧୦ଟି ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ତେବେ ଏହି ୧୦ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ନବରଙ୍ଗପୁର , କଳାହାଣ୍ଡି ,କନ୍ଧମାଳ , ବୌଦ୍ଧ, ଝାରସୁଗୁଡା, ବରଗଡ, ଦେବଗଡ , ସୁନ୍ଦରଗଡ ,କେନ୍ଦୁଝର , ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ସମ୍ଭାବନା ଥିବା ପାଣପାଗ ବିଭାଗ ପୂର୍ବାନୁମାନ କରିଛି ।

LEAVE A REPLY

Please enter your comment!
Please enter your name here