Spread the love

ଭୁବନେଶ୍ବର : ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ତେବେ ଏହି ଲଘୁଚାପ ଯୋଗୁ ରାଜ୍ୟରେ ଆସନ୍ତା ୨୨ ତାରିଖ ଯାଏଁ ବର୍ଷା ସମ୍ଭାବନା ରହିଛି । ଏନେଇ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି ,କୋଟାପୁଟ, ନବରଙ୍ଗପୁର ,କଳାହାଣ୍ଡି ,ବଲାଙ୍ଗିର ,ନୂଆପଡା ,ବରଗଡ ,ସମ୍ବଲପୁର , ଝାରସୁଗୁଡା , ସୁନ୍ଦରଗଡ ,ଦେବଗଡ ,କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।୨୦ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ଯଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here