Spread the love

ଭୁବନେଶ୍ୱର: ବିହାର ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଏକ ଟ୍ରଫ ଲାଇନ ଯୋଗୁ ଓଡ଼ିଶାର ୧୬ଟି ଜିଲ୍ଲା ପାଇଁ ପାଣିପାଗ ବିଭାଗ ୟେଲୋ ୱାଣ୍ଣିଂ ଜାରି କରିଛି । ଶୁକ୍ରବାର ସକାଳ ୮.୩୦ ପର୍ଯ୍ୟନ୍ତ ଏହି ସତର୍କ ସୂଚନା ବଳବତ୍ତର ରହିବ ବୋଲି କୁହାଯାଇଛି । ଝାରସୁଗୁଡ଼ା, ସମ୍ବଲପୁର, ଦେବଗଡ଼, ମାଲକାନଗିରି, କୋରାପୁଟ, ରାୟଗଡ଼ା, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, କଟକ, ଢେଙ୍କାନାଳ, ଯାଜପୁର, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର, କେନ୍ଦ୍ରପଡ଼ା ଜିଲ୍ଲା ପାଇଁ ଏହି ସତର୍କ ସୁଚନା ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here